🌐 ଭାଷା
'Olelo Hawai'iAfaan Oromoobahasa IndonesiaBrezhonegCebuanoChamorroChichewachiShonaChongthuCiyawoDanskDeutschEestiEnglishEspañolEsperantoeʋegbeFrançaisHausaHrvatskiIgboIlocanoItalianoKikuyuKiswahiliKiyombiKreyòl AyisyenLatinaLatviešulietuviųLingálaLugandaMagyarMahasuiMāoriNederlandsNorskPohnpeianPolskiPortuguêsQach’abelRomaniRomânăSetswanaShqipsrpski jezikSuomiSvenskaTagalogTiếng ViệtTonganTwiTürkçeYorùbáÍslenskaČeštinaбеларускаяБългарскиРусскийУкраїнськаעבריתئۇيغۇرچەاردوالعربيةفارسیكوردی سۆرانیअहिराणी‎नेपालीभद्रवाही‎मराठीमानक हिन्दी‎संस्कृत भाषाहरियाणवी‎অসমীয়াবাংলাਪੰਜਾਬੀગુજરાતીଓଡ଼ିଆ‎தமிழ்తెలుగుಕನ್ನಡമലയാളംไทยဗမာἙλληνική中文日本語한국어+ ସମସ୍ତ ଭାଷା
See More Jesus
ଓଡ଼ିଆ‎

ବାଇବଲ ପରିଶ୍ରମ ବିଷୟରେ କଣ କହେ? — ଏହାକୁ ଜୀବନରେ ପାଳନ କରିବା — ବାଇବେଲ କୁଇଜ୍

ବାଇବେଲ କୁଇଜ୍

ବାଇବଲ ପରିଶ୍ରମ ବିଷୟରେ କଣ କହେ? — ଏହାକୁ ଜୀବନରେ ପାଳନ କରିବା — ବାଇବେଲ କୁଇଜ୍

ନିମ୍ନରେ ଥିବା ପ୍ରତ୍ୟେକ ସନ୍ଦର୍ଭ ପାଇଁ, ସେହି ପଦଟି କଣ ଶିକ୍ଷା ଦିଏ ତାହା ବାଛନ୍ତୁ। ଶେଷରେ ଆପଣଙ୍କ ସ୍କୋର ଦେଖାଯିବ।

ଏହା ମୂଲ୍ୟାୟିତ କୁଇଜ୍। ଆପଣଙ୍କ ମିନିଷ୍ଟ୍ରି ପ୍ରମାଣପତ୍ର ଅନୁମୋଦନ ପାଇଁ କ୍ରେଡିଟ୍ ପାଇବାକୁ ଏଥିରେ ଉତ୍ତୀର୍ଣ୍ଣ ହୁଅନ୍ତୁ।

ଗୀତସଂହିତା 63:1 — ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ________ ତୁମ୍ଭ ପାଇଁ ଲାଳସା କରେ।
ବୁଦ୍ଧି
ପ୍ରଥମଜାତ
ଶରୀର
ଉପଦେଶକ 9:10 — ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି ________, କି ବିଦ୍ୟା, କି ଜ୍ଞାନ ନାହିଁ।
ଟଙ୍କା
କଳ୍ପନା
ଖାଦ୍ୟ
ଗାଲାତୀୟ 6:9 — ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ________ କାଟିବା।
ଏପରି
ଶସ୍ୟ
ଚମତ୍କୃତ
ଏଫିସୀୟ 6:11 — ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ________ କର।
ଭୂଷିତା
ସଙ୍କେତ
ସୁସଜ୍ଜିତ
ପ୍ରେରିତ 17:11 — ________ ସହରରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।
ସ୍ତିଫାନଙ୍କ
କର୍ଣ୍ଣିଲୀୟ
ଥେସଲନୀକୀ
ଦ୍ୱିତୀୟ ବିବରଣ 6:7 — ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ________ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।
ଆନନ୍ଦରେ
ନିଶ୍ଚୟ
ଯତ୍ନପୂର୍ବକ
ପ୍ରକାଶିତ 2:10 — ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ________ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
ଶୟତାନ
ପୀଲାତ
ପାଉଲ
ମାଥିଉ 25:21 — ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ________ ହୁଅ।
ଦୁଃଖଭୋଗ
ସହଭାଗୀ
ଦୃଷ୍ଟାନ୍ତ
ଯୋହନ 6:27 — କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ବର ________ କଲେ।”
ମୁଦ୍ରାଙ୍କିତ
ତର୍କବିତର୍କ
ପ୍ରଶସ୍ତ
ଫିଲିପ୍ପୀୟ 1:6 — କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ________ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;
ଶସ୍ୟ
ସାଧନ
ସୈନ୍ୟ
ଏବ୍ରୀ 11:6 — ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ________।
ଅନନ୍ତ
ଆକାଶର
ଆବଶ୍ୟକ
୨ ପିତର 1:5 — ହଁ, ଏହି କାରଣରୁ ତୁମ୍ଭେମାନେ ଅତି ________ ସହକାରେ ବିଶ୍ୱାସ ଦ୍ୱାରା ସଦ୍ଗୁଣ, ସଦ୍ଗୁଣ ଦ୍ୱାରା ଜ୍ଞାନ
ଯନ୍ତ୍ରଣା
ଯତ୍ନ
ଦଣ୍ଡ
ହିତୋପଦେଶ 3:13 — ଯେଉଁ ଲୋକ ଜ୍ଞାନ ପାଏ ଓ ________ ଲାଭ କରେ, ସେ ଧନ୍ୟ।
ବୁଦ୍ଧି
ମୁଖରେ
ପ୍ରସ୍ଥ

← ଅଧ୍ୟୟନକୁ ଫେରନ୍ତୁ