ବାଇବଲ ଆତ୍ମସଂଯମ (ମିତାଚାର) ବିଷୟରେ କଣ କହେ? — ଏହାକୁ ଜୀବନରେ କାର୍ଯ୍ୟକାରୀ କରିବା — ବାଇବେଲ କୁଇଜ୍
ନିମ୍ନରେ ଥିବା ପ୍ରତ୍ୟେକ ସନ୍ଦର୍ଭ ପାଇଁ, ସେହି ପଦଟି କଣ ଶିକ୍ଷା ଦିଏ ତାହା ବାଛନ୍ତୁ। ଶେଷରେ ଆପଣଙ୍କ ସ୍କୋର ଦେଖାଯିବ।
ଏହା ମୂଲ୍ୟାୟିତ କୁଇଜ୍। ଆପଣଙ୍କ ମିନିଷ୍ଟ୍ରି ପ୍ରମାଣପତ୍ର ଅନୁମୋଦନ ପାଇଁ କ୍ରେଡିଟ୍ ପାଇବାକୁ ଏଥିରେ ଉତ୍ତୀର୍ଣ୍ଣ ହୁଅନ୍ତୁ।
୨ ପିତର 1:5-6 — ହଁ, ଏହି କାରଣରୁ ତୁମ୍ଭେମାନେ ଅତି ________ ସହକାରେ ବିଶ୍ୱାସ ଦ୍ୱାରା ସଦ୍ଗୁଣ, ସଦ୍ଗୁଣ ଦ୍ୱାରା ଜ୍ଞାନ
ଯନ୍ତ୍ରଣା
ଦଣ୍ଡ
ଯତ୍ନ
ଆଦି ପୁସ୍ତକ 4:7 — ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ ________ କରିବା ଉଚିତ।”
କର୍ତ୍ତୃତ୍ୱ
ସାନ୍ତ୍ୱନା
ସ୍ପର୍ଶ
ହିତୋପଦେଶ 16:32 — ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ________ ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।
କେବଳ
ଯୁଦ୍ଧ
ଆତ୍ମା
ଯାକୁବ 1:19 — ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, ________ କରିବାରେ ଧୀର ହେଉ
ସାକ୍ଷ୍ୟ
ଆନନ୍ଦ
କ୍ରୋଧ
୧ କରିନ୍ଥୀୟ 9:25 — ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ ________ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।
ଫଳହୀନ
ଧନଲୋଭୀ
କ୍ଷୟଣୀୟ
ଗୀତସଂହିତା 119:11 — ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ________ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।
ଅପରାଧ
ହୃଦୟ
ବିଧି
୨ କରିନ୍ଥୀୟ 10:4 — (ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ________ ଭୂମିସାତ୍ କରିବା ନିମନ୍ତେ ଈଶ୍ବରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ);
ସହଭାଗୀ
ଆସନ
ଗଡ଼
ଏବ୍ରୀ 12:1 — ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ________ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।
କର୍ଣ୍ଣଗୋଚରରେ
ଜୋତା
ଧୈର୍ଯ୍ୟ
ଫିଲିପ୍ପୀୟ 3:13 — ହେ ________, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,
ଭାଇମାନେ
ସେହିକ୍ଷଣି
ଶୀଘ୍ର
୨ ତୀମଥି 4:7 — ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ________ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;
ଦୀର୍ଘ
ନିରୂପିତ
ପୂର୍ବେ
୧ ପିତର 5:8 — ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ________ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
ପୀଲାତ
ଶୟତାନ
ପାଉଲ
ଦାନିୟେଲ 1:8 — ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ________ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।
ଅକ୍ଷଶ୍ୱେରଶ
ହନାନୀୟ
ଦାନିୟେଲ
ମାଥିଉ 4:4 — କିନ୍ତୁ ଯୀଶୁ ଉତ୍ତର ଦେଲେ, “________, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ବରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।’”
ସାକ୍ଷୀ
ପଡ଼ି
ଲେଖାଅଛି
୧ କରିନ୍ଥୀୟ 10:13 — ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ________ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।
ପରୀକ୍ଷାରେ
ସମାଧି-ସ୍ଥାନରେ
ବୈଦ୍ୟମାନଙ୍କଠାରେ
ଗାଲାତୀୟ 5:16 — ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ________ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ।
ସ୍ମରଣ
ନିବେଦନ
ଆଚରଣ
ହିତୋପଦେଶ 2:4 — ଯଦି ________ ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;
ରୂପା
ମନ୍ତ୍ରଣା
ଭରସା
ଯୋହନ 5:39 — ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ________ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।
ଅନନ୍ତ
ସ୍ୱର୍ଗୀୟ
ପର୍ବ
ଯିଶାଇୟ 28:9 — “ସେ କାହାକୁ ଜ୍ଞାନ ________ ଦେବ? ସେ କାହାକୁ ସମାଚାର ବୁଝାଇ ଦେବ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ?
ଶିକ୍ଷା
ପରିଶ୍ରମ
ଯଷ୍ଟି
୧ ଯୋହନ 2:16 — କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ________ ହୋଇଥାଏ।
ଉତ୍ପନ୍ନ
ପ୍ରାପ୍ତ
ସ୍ପର୍ଶ
← ଅଧ୍ୟୟନକୁ ଫେରନ୍ତୁ